वासांसि जीर्णानि यथा विहाय नवानि गृह्णाति नरोऽपराणि ।
तथा शरीराणि विहाय जीर्णा- न्यन्यानि संयाति नवानि देही ॥
२-२३ ॥
vāsāṃsi jīrṇāni yathā vihāya navāni gṛhṇāti naro'parāṇi |
tathā śarīrāṇi vihāya jīrṇā- nyanyāni saṃyāti navāni dehī ||
2-23 ||
ଯେପରି ମନୁଷ୍ୟ ଜୀର୍ଣ୍ଣ ବସ୍ତ୍ର ତ୍ୟାଗ କରି ଅନ୍ୟ ନୂତନ ବସ୍ତ୍ର ଗ୍ରହଣ କରେ, ସେପରି ଦେହୀ ଜୀର୍ଣ୍ଣ ଶରୀର ତ୍ୟାଗ କରି ଅନ୍ୟ ନୂତନ ଶରୀରକୁ ପ୍ରାପ୍ତ ହୁଅନ୍ତି।